02/09/2023
ବରିଷ୍ଠ ରାଜନେତା, ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ।
ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ଆତ୍ମୀୟଙ୍କ ପ୍ରତି ସମବେଦନା ଜଣାଉଛି।